Breaking PLUSଓଡ଼ିଶାମୁଖ୍ୟ ଖବର

ଲାଂଚ ନେବା ବେଳେ ଧରାପଡିଲେ ଜେଇ

ଭୁବନେଶ୍ୱର- ଲାଂଚ ନେବା ବେଳେ ଧରାପଡିଲେ ଜେଇ । ଏକ ବିକାଶମୂଳକ କାର୍ଯ୍ୟର ବିଲ୍ ପାସ୍ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲା ଖୋର୍ଦ୍ଧା ବ୍ଲକର ଜେଇ ସଂଗୀତା ମହାପାତ୍ର ଅଭିଯୋଗକାରୀଙ୍କ ଠାରୁ 50ହଜାର ଟଙ୍କା ଲାଂଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସଙ୍ଗୀତାଙ୍କ ଠାରୁ ସମ୍ପୂର୍ଣ୍ଣ ଲାଂଚ ଟଙ୍କା ଉଦ୍ଧାର ଓ ଜବତ କରାଯାଇଛି । ଆୟ ବହିର୍ଭୁତ ସଂପତ୍ତି ଠୁଳ କରିବା ଅଭିଯୋଗରେ ସଂଗୀତାଙ୍କର ଦୁଇଟି ଠିକଣାରେ ଭିଜିଲାନ୍ସ ଚଢାଉ କରିଛି ।

Show More

Related Articles

Back to top button