Breaking PLUSଓଡ଼ିଶାମୁଖ୍ୟ ଖବର
ଜେଇଇ ମେନ୍ ପରୀକ୍ଷା ଫଳ ପ୍ରକାଶିତ

ଭୁବନେଶ୍ୱର- ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ-ମେନ) ୨୦୨୫-୨୬ ସେସନ-୨ର ଫଳାଫଳ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ www.jeemain.nta.ac.in ଓ୍ବେବସାଇଟକୁ ଯାଇ ନିଜ ପରୀକ୍ଷା ଫଳ ଯାଞ୍ଚ କରିପାରିବେ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ଦ୍ଵାରା ଆୟୋଜିତ ଏହି ପରୀକ୍ଷାରେ ୨୪ ଛାତ୍ରଛାତ୍ରୀ ୧୦୦ ପର୍ସେଣ୍ଟାଇଲ ରଖି ଶୀର୍ଷ ସ୍ଥାନରେ ରହିଛନ୍ତି।