Breaking PLUSଦେଶମୁଖ୍ୟ ଖବରରାଜନୀତି

ବିଜେଡିରେ ସାମିଲ ହେଲେ ବରିଷ୍ଠ ସାମ୍ୱାଦିକ ସ୍ୱୟଂପ୍ରକାଶ ମହାପାତ୍ର

ସେ ବିଧିବଦ୍ଧ ଭାବରେ ଦଳରେ ସାମିଲ ହୋଇଛନ୍ତି ।

ଭୁବନେଶ୍ୱର : ବୈଦ୍ୟୁତିକ ଗଣମାଧ୍ୟମର ବରିଷ୍ଠ ସାମ୍ବାଦିକ ସ୍ୱୟଂପ୍ରକାଶ ମହାପାତ୍ର ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବରେ ଦଳରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନ ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗ ଦେଇଛନ୍ତି । ଦଳ ତାଙ୍କୁ ଯେଉଁ ଦାୟିତ୍ୱ ଦେବ ତାହା ସେ ଠିକ ଭାବେ ନିର୍ବାହ କରିବେ ବୋଲି କହିଛନ୍ତି ।

Show More

Related Articles

Back to top button