Breaking PLUSଓଡ଼ିଶାମୁଖ୍ୟ ଖବର

ଗୋଟିଏ ଦିନରେ ପ୍ରକାଶ ପାଇବ ଯୁକ୍ତ ୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ରେଜଲ୍ଟ

ଭୁବନେଶ୍ୱର: ଗୋଟିଏ ଦିନରେ ପ୍ରକାଶ ପାଇବ ଯୁକ୍ତ ୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଏନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ । ମାର୍ଚ୍ଚ ୨୨ରୁ ଯୁକ୍ତ ଦୁଇ ମୂଲ୍ୟାୟନ ଆରମ୍ଭ ହେବ । ଚଳିତବର୍ଷ ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହେବ। ମାର୍ଚ୍ଚ ୨୨ରୁ ଏପ୍ରିଲ ୨ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ଥିବାବେଳେ ଏପ୍ରିଲ ୪ରୁ ଏପ୍ରିଲ ୧୫ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ହେବ। ମୋଟ ୧୫ ହଜାର ପରୀକ୍ଷକ ଖାତା ଦେଖିବାକୁ ନିୟୋଜିତ କରାଯିବ । ଏହାପରେ ମେ’ ୧୫ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ସୂଚନା ରହିଛି।

Show More

Related Articles

Back to top button