Breaking PLUSଓଡ଼ିଶାମୁଖ୍ୟ ଖବର
ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର- ଭିଜିଲାନ୍ସ ଜାଲେରେ ଫଶି ଯାଇଛନ୍ତି ଇଞ୍ଜିନିୟର ବାବୁ । ଇଞ୍ଜିନିୟର ବାବୁ ଭୀମସେନ ମହାରଣାଙ୍କ ଘରେ ଚାଲୁଥିଲା ଦୁଇଟି ଫ୍ୟାକ୍ଟ୍ରି। ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିବା ସଦୃଶ୍ୟ ଯାଜପୁରର କନିଷ୍ଠ ଯନ୍ତ୍ରୀ ଭୀମସେନ ମହାରଣାଙ୍କ ଉପରେ ଭିଜିଲାନ୍ସ ଯାଞ୍ଚ ବେଳେ ସାମ୍ନାକୁ ଆସିଛି ଆଶ୍ଚର୍ଯ୍ୟଜନକ ଘଟଣା। ଭୀମସେନଙ୍କ ବଙ୍ଗଲା ପରିସରରେ ପାଣି ଫ୍ୟାକ୍ଟ୍ରି ରହିଛି। ତାସହ ଏକ ବଡ଼ ଫର୍ଣ୍ଣିଚର ଫ୍ୟାକ୍ଟ୍ରି ବି ରହିଛି। ଯେଉଁଠି ବହୁ ମୂଲ୍ୟବାନ କାଠ ଜବତ ହୋଇଛି।