Breaking PLUSଦେଶ ବିଦେଶମୁଖ୍ୟ ଖବର

ସୁପ୍ରିମକୋର୍ଟ ଜଷ୍ଟିସ୍‌ ଡି. ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କୁ କରୋନା

ସୁପ୍ରିମକୋର୍ଟ ଜଜ୍‌ ଡି. ଓ୍ବାଇ. ଚନ୍ଦ୍ରଚୂଡ଼ କରୋନାରେ ସଂକ୍ରମିତ ହୋଇଛନ୍ତି। ଏଥିସହ ଅନ୍ୟ ଜଣେ କର୍ମଚାରୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍‌ ଆସିଛି। ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି

ସୁପ୍ରିମକୋର୍ଟ ଜଜ୍‌ ଡି. ଓ୍ବାଇ. ଚନ୍ଦ୍ରଚୂଡ଼ କରୋନାରେ ସଂକ୍ରମିତ ହୋଇଛନ୍ତି। ଏଥିସହ ଅନ୍ୟ ଜଣେ କର୍ମଚାରୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍‌ ଆସିଛି। ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ କୋଭିଡ୍‌ ପରୀକ୍ଷା କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି। ସୂଚାନଯୋଗ୍ୟ, ଦେଶରେ କୋଭିଡ୍‌ ସ୍ଥିତିକୁ ନେଇ ଗୁରୁବାର ତାଙ୍କ ନେତୃତ୍ୱରେ ଏକ ଖଣ୍ଡପୀଠ ଶୁଣାଣି କରିଥାନ୍ତା। ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କ ଅନୁପସ୍ଥିତିରେ କିଛି ଦିନପାଇଁ ଏହି ଶୁଣାଣିକୁ ସ୍ଥଗିତ ରଖାଯାଇଛି।

Show More

Related Articles

Back to top button