Breaking PLUSଓଡ଼ିଶାଦେଶମୁଖ୍ୟ ଖବର
ଦୀଘା ପାଇଁ ଧାମ ଶବ୍ଦ ବ୍ୟବହାର କରାଯିବା ଉଚିତ ନୁହେଁ- ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ

ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ଶଙ୍କରାଚାର୍ଯ୍ୟଙ୍କ ପ୍ରତିକ୍ରିୟା -ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ବରନନ୍ଦ ସରସ୍ବତୀଙ୍କ ପ୍ରତିକ୍ରିୟା -‘ଦୀଘା ପାଇଁ ଧାମ ଶବ୍ଦ ବ୍ୟବହାର କରାଯିବା ଉଚିତ ନୁହେଁ’ -‘ପ୍ରଭୁ ଜଗନ୍ନାଥଙ୍କର କେବଳ ଗୋଟିଏ ଧାମ, ତାହା ପୁରୀ’ -‘ଏକ ଧାମ କେବଳ ଗୋଟିଏ ସ୍ଥାନରେ ରହିପାରିବ’ -‘ଦୀଘା ଜଗନ୍ନାଥ ମନ୍ଦିରକୁ ଧାମ ବୋଲି କହିବା ଠିକ୍ ନୁହେଁ’