Breaking PLUSଦେଶମୁଖ୍ୟ ଖବର

ଏପ୍ରିଲ 23 ଯାଏ ନ୍ୟାୟିକ ହେପାଜତକୁ ଗଲେ କେ.କବିତା

ନୂଆଦିଲ୍ଲୀ: ବିଆରଏସ୍‌ ନେତ୍ରୀ କେ. କବିତାଙ୍କୁ ଦିଲ୍ଲୀର ରାଉସ୍‌ ଆଭେନ୍ୟୁ କୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। କୋର୍ଟ ତାଙ୍କୁ ଏପ୍ରିଲ ୨୩ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ରିମାଣ୍ଡ ଅବଧି ଶେଷ ହେବା ପରେ ସୋମବାର ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ନିକଟରେ ଅବକାରୀ ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ ଗିରଫ କରିଥିଲା।

Show More

Related Articles

Leave a Reply

Your email address will not be published. Required fields are marked *

Back to top button