Breaking PLUSଓଡ଼ିଶାମୁଖ୍ୟ ଖବର
ଟ୍ୱିନ ସିଟିକୁ କାଳବୈଶାଖୀ ଆଲର୍ଟ

ଭୁବନେଶ୍ୱର-ଟ୍ୱିନ ସିଟିକୁ କାଳବୈଶାଖୀ ଆଲର୍ଟ । ଆଗାମୀ ୨ ଘଣ୍ଟା ପାଇଁ କେନ୍ଦ୍ରାପଡା, ଜଗତସିଂହପୁର , ଯାଜପୁର , ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି। ବିଜୁଳି ଘଡଘଡି ସହ କାଳବୈଶାଖୀ ବର୍ଷା ନେଇ ଚେତାବନୀ ଜାରି ହୋଇଛି।