Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର- ଅସହ୍ୟ ତାତିରୁ ଆଶ୍ୱସ୍ତି ଦେଇଛି କାଳବୈଶାଖୀ। ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ଛାଡିଲେ ଅନ୍ୟ ସମସ୍ତ ଜିଲ୍ଲାରେ ପାଗରେ ପରିବର୍ତ୍ତନ ହୋଇଛି। ବଜ୍ରପାତ ଓ ଝଡବର୍ଷା ନେଇ ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତା ୯ ତାରିଖ ଯାଏଁ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରା ଆହୁରି କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button