Breaking PLUSଓଡ଼ିଶାମୁଖ୍ୟ ଖବର

ଜି.ଉଦୟଗିରି ସବୁଠାରୁ ଥଣ୍ଡା ସହର

ଭୁବନେଶ୍ୱର : ରାଜ୍ୟରେ ପାରଦ ଖସିବା ସହ ଅନୁଭୂତ ହେଲାଣି ଶୀତ। ୧୫ ଡିଗ୍ରୀ ତଳେ ୭ ସହରର ରାତି ତାପମାତ୍ରା ରେକର୍ଡ କରାଯାଇଛି। ୧୦.୫ ଡିଗ୍ରୀ ସହ ଜି.ଉଦୟଗିରି ସବୁଠାରୁ ଥଣ୍ଡା ସହର। ସିମିଳିଗୁଡା ୧୧.୧, କୋରାପୁଟ ୧୧.୬, କେନ୍ଦୁଝର ୧୨.୮, ଫୁଲବାଣୀ ୧୩, ଦାରିଙ୍ଗବାଡି ୧୩, କିରେଇ ୧୩.୭ ଡିଗ୍ରୀ ରେକର୍ଡ କରାଯାଇଛି।

Show More

Related Articles

Back to top button