Breaking PLUSଓଡ଼ିଶାମୁଖ୍ୟ ଖବର

କଂଟାପଡାରେ ସ୍କୁଲ କାନ୍ଥ ଭୁଶୁଡି ଛାତ୍ର ମୃତ୍ୟୁ ଘଟଣା, 2 ଲକ୍ଷ ଅନୁକମ୍ପାମୂଳକ ରାଶି ଘୋଷଣା

ଭୁବନେଶ୍ୱର, 20 ଫେବ୍ରୁଆରି – କଟକ ଜିଲ୍ଲା କଣ୍ଟାପଡ଼ା ବ୍ଲକ ତିମିରି ପଞ୍ଚାୟତରେ ସ୍କୁଲ କାନ୍ଥ ଭୁଷୁଡ଼ି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାର ନିମନ୍ତେ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଛି।

Show More

Related Articles

Back to top button