Breaking PLUSଦେଶମୁଖ୍ୟ ଖବରରାଜନୀତି

ଆପ୍‌କୁ ଝଟ୍‌କା, କେଜରିୱାଲ ପରାଜିତ

ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି(ଆପ୍)କୁ ଶକ୍ତ ଝଟକା ଲାଗିଛି। ଗୋଟିଏ ପଟେ ବିଜେପି ବିପୁଳ ବିଜୟ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଥିବାବେଳେ ଅନ୍ୟପଟେ ଆପ୍‌ର ଟାଣୁଆ ନେତାମାନଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ଖୋଦ ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ ନିର୍ବାଚନରେ ପରାଜିତ ହୋଇଛନ୍ତି। ନୂଆଦିଲ୍ଲୀ ଆସନରୁ ଲଢ଼ୁଥିବା କେଜ୍ରିୱାଲ ବିଜେପି ପ୍ରାର୍ଥୀ ପରବେଶ ସାହିବ ସିଂହଙ୍କଠାରୁ ହାରିଯାଇଛନ୍ତି।

Show More

Related Articles

Back to top button