Breaking PLUSଓଡ଼ିଶାମୁଖ୍ୟ ଖବର

ମାଟ୍ରିକ ପିଲାଙ୍କୁ ଆଣୁଥିବା ବୋଲେରୋ ଦୁର୍ଘଟଣାଗ୍ରସ୍ତ

କେନ୍ଦ୍ରାପଡ଼ା: ମାଟ୍ରିକ ପିଲାଙ୍କୁ ଆଣୁଥିବା ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି । ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଦୁର୍ଘଟଣା ଘଟିଛି । ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ଓଲଟିଲା ବୋଲେରୋ  । ଜଣେ ଛାତ୍ରୀ ଗୁରୁତର, ଆଉ କିଛି ଛାତ୍ର ସାମାନ୍ୟ ଆହତ ହୋଇଛନ୍ତି । ୧୧ ଜଣ ପରୀକ୍ଷାର୍ଥୀଙ୍କୁ ନେଇ ବାଘମାରୀ ନାଗାନାରାୟଣ ସ୍କୁଲ ଆସୁଥିଲା ।

Show More

Related Articles

Back to top button