Breaking PLUSଦେଶମୁଖ୍ୟ ଖବରରାଜନୀତି

ବ୍ରଜରାଜନଗର ନିର୍ବାଚନର କଂଗ୍ରେସ ପ୍ରାର୍ଥୀ ହେଲେ କିଶୋର ପଟେଲ

ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ଘୋଷଣା କଲା ପ୍ରାର୍ଥୀଙ୍କ ନାମ। ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ କିଶୋର ପଟେଲଙ୍କୁ କଂଗ୍ରେସ ପ୍ରାର୍ଥୀ ଭାବେ ଘୋଷଣା କରିଛି। ପୂର୍ବତ୍ତନ ମନ୍ତ୍ରୀ କିଶୋର ପଟେଲ ହେଲେ କଂଗ୍ରେସ ପ୍ରର୍ଥୀ । ଏପଟେ ବିଜେଡି ଆଜି ବିଜେଡି ପ୍ରାର୍ଥୀ ଭାବେ ଅଳକା ମହାନ୍ତିଙ୍କ ନାମ ଘୋଷଣା କରିଛି। ବ୍ରଜରାଜନଗରର ପୂର୍ବତନ ବିଧାୟକ କିଶୋର ମହାନ୍ତିଙ୍କ ବିଧବା ପତ୍ନୀ ହେଉଛନ୍ତି ଅଳକା ମହାନ୍ତି। ସେହିଭଳି ବିଜେପି ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା । ସେ ୨୦୧୪ରେ ବ୍ରଜରାଜନଗରରୁ ବିଜେପି ଟିକେଟରେ ନିର୍ବାଚନ ଜିତିଥିଲେ।

Show More

Related Articles

Back to top button