Breaking PLUSଓଡ଼ିଶାମୁଖ୍ୟ ଖବର
ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲେଶ୍ବର: ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ପୋଲିସ ବାରକ୍ ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ, ପୋଲିସ ମାମଲାର ଛାନଭିନ୍ କରୁଛି ।