Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ୱର- ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ ସାମନ୍ତସିଂହାର । ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଲେ ଲେଖାଶ୍ରୀ । କିଛି ସମୟ ପୂର୍ବରୁ ବିଜେପି ଛାଡ଼ିଥିଲେ ଲେଖାଶ୍ରୀ । ଅସନ୍ତୋଷ ପ୍ରକାଶ କରି ସୋସିଆଲ ମିଡିଆରେ ଇସ୍ତଫା ନେଇ ସୂଚନା ଦେଇଥିଲେ ଲେଖାଶ୍ରୀ ସାମନ୍ତସିଂହାର ।

Show More

Related Articles

Back to top button