Breaking PLUSଓଡ଼ିଶାମୁଖ୍ୟ ଖବର
ବଜ୍ରପାତରେ ୪ ମୃତ
ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଅପରାହ୍ନରେ ବଜ୍ରପାତ ଘଟିବାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି ।
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଅପରାହ୍ନରେ ବଜ୍ରପାତ ଘଟିବାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି । ବଜ୍ରପାତରେ ୧୦ ଜଣ ଗୁରୁତର ହୋଇଥିବା ଜଣାଯାଇଛି । ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୨ ଜଣ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଅଛନ୍ତି ।