Breaking PLUSଓଡ଼ିଶାମୁଖ୍ୟ ଖବର

ବନ୍ଧୁକ ଦେଖାଇ ଲୁଟ୍

ଆନନ୍ଦପୁର – ଶୁକ୍ରବାର ସ୍ପଷ୍ଟ ଦିବାଲୋକରେ ଦମ୍ପତିଙ୍କ ଠାରୁ ଦୁର୍ବୃତ୍ତ ଲୁଟି ନେଲେ ସୁନା ଅଳଙ୍କାର। ୨୦ ନମ୍ବର ଜାତୀୟ ରାଜପଥ ବୀରଗୋବିନ୍ଦପୁର ନିକଟରେ ବନ୍ଧୁକ ଦେଖାଇ ଲୁଟ୍‌‌ କରିଛନ୍ତି। ୩ ରାଉଣ୍ଡ ଫାଙ୍କା ଗୁଳି ଚାଳନା କରି ଦମ୍ପତିଙ୍କ ଠାରୁ ଦୁର୍ବୃତ୍ତ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ୨ଟି ପଲସରରେ ଆସି ୪ ଜଣ ଦୁର୍ବୃତ୍ତ ଲୁଟ୍‌‌ କରିଥିବା ଅଭିଯୋଗ ହୋଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Show More

Related Articles

Back to top button