Breaking PLUSଓଡ଼ିଶାମୁଖ୍ୟ ଖବର

22ରେ ସୃଷ୍ଟି ହେବ ଲଘୁଚାପ !

ଆସନ୍ତା ୨୨ତାରିଖ ବେଳକୁ ଆରବସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ମେ’ ୨୧ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ଆରବସାଗର ଏବଂ କର୍ଣ୍ଣାଟକ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ୨୨ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ଆରବସାଗର ଏବଂ କର୍ଣ୍ଣାଟକ ଉପକୂଳରେ ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ସମୟରେ ସମ୍ଭାବ୍ୟ ଲଘୁଚାପ ଉତ୍ତର ଦିଗରେ ଗତି କରିବାର ସମ୍ଭାବନା ରହିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button