Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ

ଭୁବନେଶ୍ୱର- ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ । ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବରେ ଅବପାତ ରୂପ ନେଇଛି ଲଘୁଚାପ । ପୁଡୁଚେରୀ ଠାରୁ ୭୯୦, ଚେନ୍ନାଇ ଠାରୁ ୮୦୦ କିମି ଦୂରରେ ଅବସ୍ଥିତ ଅଛି ଅବପାତ । ଯାହାକି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ସମ୍ଭାବନା ରହିଛି । ଘନୀଭୂତ ହୋଇ କାଲି ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ । ୩ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ । ବାତ୍ୟାରେ ପରିଣତ ହୋଇ ୪ ତାରିଖ ସଂଧ୍ୟାରେ ଉପକୂଳ ଛୁଇଁବ । ଚେନ୍ନାଇ ଓ ମଛଲିପଟ୍ଟନମ ମଝିରେ ଉପକୂଳ ଛୁଇଁବ ବାତ୍ୟା ।

Show More

Related Articles

Back to top button