Breaking PLUSଓଡ଼ିଶାମୁଖ୍ୟ ଖବର

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆଜି ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱରକୁ ସତର୍କ ସୂଚନା ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡ଼ିକର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Show More

Related Articles

Back to top button