Breaking PLUSଓଡ଼ିଶାମୁଖ୍ୟ ଖବର

ଲଘୁଚାପ ସକ୍ରିୟ, ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି

ସକ୍ରିୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ମେଘାଛନ୍ନ ଆକାଶ ସହ କିଛି ଅଂଚଳରେ ବର୍ଷା ଲାଗିରହିଛି ।

ଗତକାଲିର ସୂଦୃଶ ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ହୋଇ ଗୋଟିଏ ଲଘୁଚାପ ଭାବେ ଦକ୍ଷିଣ ଝାଡ଼ଖଣ୍ଡ ଅଂଚଳରେ ସକ୍ରିୟ ରହିଛି ଏବଂ ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ସୂଚନା ମିଳିଛି ।

Show More

Related Articles

Back to top button