Breaking PLUSଓଡ଼ିଶାମୁଖ୍ୟ ଖବର

ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର- ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ  ।ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ  । ପରବର୍ତ୍ତୀ ସମୟରେ ଏହା ଉତ୍ତର ଦିଗରେ ଗତି କରିବ  । ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ଅବପାତରେ ପରିଣତ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button