Breaking PLUSଓଡ଼ିଶାମୁଖ୍ୟ ଖବର

୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା

ଭୁବନେଶ୍ଵର, ୧ ଫେବୃଆରୀ – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି । ବାଲେଶ୍ଵର ଜିଲ୍ଲାର ବାହାନଗାରେ ସର୍ବାଧିକ ୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ବାଲେଶ୍ଵର ଜିଲ୍ଲାର ଔପଦାରେ ୧.୦ ମି.ମି., କେନ୍ଦୁଝର ଜିଲ୍ଲାର ତେଲକୋଇରେ ୧.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୧.୦ ମି.ମି. ଏବଂ ପୁରୀ ଜିଲ୍ଲାର ବ୍ରହ୍ମଗିରିରେ ୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Show More

Related Articles

Back to top button