Breaking PLUSପୂଜା ପାର୍ବଣଭକ୍ତିମୁଖ୍ୟ ଖବରସ୍ୱତନ୍ତ୍ର

ଆସନ୍ତାକାଲି ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ମା​‌’ ତାରିଣୀଙ୍କ ଦର୍ଶନ

କେନ୍ଦୁଝର: ଆସନ୍ତାକାଲି ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ମା​‌’ ତାରିଣୀଙ୍କ ଦର୍ଶନ । ସକାଳ ୬ଟାରୁ ସଂଧ୍ୟା ସଢ଼େ ୬ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ ସୂଚନା ଦିଆଯାଇଛି । ଆଷାଢ଼ୀ ପର୍ବ ପାଇଁ ମା’ ତାରିଣୀଙ୍କ ଦର୍ଶନ ବନ୍ଦ ରଖିବାକୁ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ କୁହାଯାଇଛି । ଏହି ସମୟରେ ଶ୍ରଦ୍ଧାଳୁ ମାନେ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ନାହିଁ ।

Show More

Related Articles

Back to top button