Breaking PLUSଦେଶ ବିଦେଶମୁଖ୍ୟ ଖବରରାଜନୀତି

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ୱାରଙ୍କୁ କରୋନା

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ୱାର କରୋନା ସଂକ୍ରମିତ ହୋଇଥିବା ଟ୍ବିଟ କରି ଜଣାଇଛନ୍ତି । ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିଛି ବୋଲି ଉପମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସ୍ବାବ ରିପୋର୍ଟ ପଜିଟିଭ୍ ଆସିବାରୁ ଚିକିତ୍ସା ପାଇଁ ମୁମ୍ୱାଇର ଏକ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି ।

ବର୍ତ୍ତମାନ ସୁଦ୍ଧା ତାଙ୍କ ପାଖରେ କରୋନାର ଲକ୍ଷଣ ନଥିବାରୁ ଅଜିତ ପାଓ୍ୱାରଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି । ଡାକ୍ତରଙ୍କ ପରାମର୍ଶ ଅନୁସାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସତର୍କ ରହିବା ପାଇଁ ସେ ଅନୁରୋଧ କରିଛନ୍ତି ।

ସୂଚନାଯୋଗ୍ୟ, ଗତ ଦୁଇଦିନ ତଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ଦେଇଥିଲେ ଓ ସେ କ୍ବାରେଣ୍ଟାଇନରେ ଅଛନ୍ତି  ।

Show More

Related Articles

Back to top button