Breaking PLUSଓଡ଼ିଶାମୁଖ୍ୟ ଖବର

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, 5ଗିରଫ

ଭୁବନେଶ୍ୱର- ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ ହୋଇଛି ।  ଏସ୍‌ଏମ୍‌ଏସ୍‌-୧ ୟୁନିଟ୍‌ରେ ବିସ୍ଫୋରଣ, ହୋଇଥିବା ବେଳେ ୫ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି ।  ସମସ୍ତ ଗୁରୁତରଙ୍କୁ ଆଇଜିଏଚ୍ ମେଡିକାଲରେ ଭର୍ତ୍ତି କରାଯାଇଛି ।

Show More

Related Articles

Back to top button