Breaking PLUSଦେଶମୁଖ୍ୟ ଖବରରାଜନୀତି

ମମତା ବାନାର୍ଜୀ ପୁଣି ଆହତ

କୋଲକାତା- ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ । ଏହାପୂର୍ବରୁ ସେ ଘରେ ପଡ଼ିଯିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି ହେବାକୁ ପଡ଼ିଥିଲା।

ମମତା ଦୁର୍ଗାପୁରରୁ ଆସନସୋଲ ଯାଉଥିଲେ । ସେଠାରେ ସେ ଟିଏମ୍‌ସି ପ୍ରାର୍ଥୀ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନରେ ଏକ ରାଲିକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଥିଲା। ମମତା ଯେତେବେଳେ ହେଲିକପ୍ଟର ଭିତରକୁ ଯାଉଥିଲେ ସେତେବେଳେ ସନ୍ତୁଳନ ହରାଇ ପଡିଯାଇଥିଲେ । ଫଳରେ ତାଙ୍କ ପାଦରେ ଆଘାତ ଲାଗିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button