Breaking PLUSଦେଶମୁଖ୍ୟ ଖବର

ମନୀଷ ସିସୋଦିଆଙ୍କୁ ମିଳିଲାନି ଜାମିନ

ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ଝଟ୍‌କା। ତାଙ୍କୁ ମିଳିଲାନି ଜାମିନ। ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଏହାକୁ ମିଶାଇ ଦ୍ୱିତୀୟ ଥର ପାଇଁ ତାଙ୍କ ଜାମିନ ଆବେଦନ ଖରାଜ ହୋଇଛି।

Show More

Related Articles

Back to top button