Breaking PLUSଦେଶମୁଖ୍ୟ ଖବରରାଜନୀତି

ମେ 8 ଯାଏ ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ବୃଦ୍ଧି

ନୂଆଦିଲ୍ଲୀ- ଦିଲ୍ଲୀ ଅବକାରୀ ଘୋଟାଲା ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ କୋର୍ଟ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀ ଲିକର ପଲିସି ମାମଲା ସହ ଜଡିତ ଅର୍ଥ ହେରଫେର ମାମଲାରେ ମନୀଷ ସିସୋଡିଆ ପୁଣି ଥରେ କୋର୍ଟରୁ ଝଟ୍‌କା ପାଇଛନ୍ତି। ରାଉସ ଆଭେନ୍ୟୁ କୋର୍ଟ ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତକୁ ମେ ୮ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଗତ ବର୍ଷ ଫେବୃଆରୀରେ ମନୀଷ ସିସୋଦିଆଙ୍କୁ ଗିରଫ କରାଯାଇଥିଲା।

Show More

Related Articles

Leave a Reply

Your email address will not be published. Required fields are marked *

Back to top button