Breaking PLUSଓଡ଼ିଶାମୁଖ୍ୟ ଖବର
ମନୋଜ ଆହୁଜା ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ

ଭୁବନେଶ୍ୱର- ମନୋଜ ଆହୁଜା ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ । ମୁଖ୍ୟ ସଚିବ ମନୋଜ ଆହୁଜା ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ । ଏନେଇ ଜିଏ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ।