Breaking PLUSଦେଶ ବିଦେଶମୁଖ୍ୟ ଖବର

ମରକ୍କୋରେ ଭୟାବହ ଭୂକମ୍ପ, 296 ଜଣଙ୍କର ମୃତ୍ୟୁ

ଆଫ୍ରିକୀୟ ଦେଶ ମରକ୍କୋରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ପ୍ରାଥମିକ ଆକଳନ ଅନୁସାରେ ଏଥିରେ ୨୯୬ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଭୂକମ୍ପରେ ବଡ଼ ବଡ଼ କୋଠା ଥରିବା ସହ ତାସର ଘର ପରି ଭୁଶୁଡ଼ି ପଡିଛି। ଭୟରେ ଲୋକେ ଭୟରେ ଘରୁ ବାହାରି ରାସ୍ତା ଉପରକୁ ପଳାଇ ଆସିଥିଲେ। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୮ ରେକର୍ଡ କରାଯାଇଛି। ତେବେ ଭୂକମ୍ପର ଭୟାବହତାକୁ ଲକ୍ଷ୍ୟ କଲେ ମୃତ୍ୟୁ ସଂଖ୍ୟା ଯଥେଷ୍ଟ ବୃଦ୍ଧି ପାଇବାର ସମ୍ମାବନା ରହିଛି।

Show More

Related Articles

Back to top button