Breaking PLUSଦେଶ ବିଦେଶମୁଖ୍ୟ ଖବର

ମେଘାଳୟର ମୁଖ୍ୟମନ୍ତ୍ରୀ କନରାଡ ସାଙ୍ଗମାଙ୍କୁ କରୋନା

ମେଘାଳୟର ମୁଖ୍ୟମନ୍ତ୍ରୀ କନରାଡ ସାଙ୍ଗମା କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି । ସେ ଶୁକ୍ରବାର ଟ୍ୱିଟ୍‌ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି । ସେ ଏବେ ହୋମ ଆଇସୋଲେସନରେ ଅଛନ୍ତି

ମେଘାଳୟର ମୁଖ୍ୟମନ୍ତ୍ରୀ କନରାଡ ସାଙ୍ଗମା କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି । ସେ ଶୁକ୍ରବାର ଟ୍ୱିଟ୍‌ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି । ସେ ଏବେ ହୋମ ଆଇସୋଲେସନରେ ଅଛନ୍ତି । ତାଙ୍କ ଦେହରେ ମଧ୍ୟମ ଧରଣର ଲକ୍ଷଣ ପ୍ରକାଶ ପାଇଛି । ଗତ ୫ ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ନିଜ ସ୍ୱାସ୍ଥ୍ୟ ଉପରେ ନଜର ରଖନ୍ତୁ ଏବଂ ଆବଶ୍ୟକ ହେଲେ ନିଜର କରୋନା ପରୀକ୍ଷା କରାଇ ନେବାକୁ ସାଙ୍ଗମା ତାଙ୍କ ସମର୍ଥକ ମାନଙ୍କୁ ଅନୁରୋଧ କରିଛନ୍ତି ।

Show More

Related Articles

Back to top button