Breaking PLUSଦେଶମୁଖ୍ୟ ଖବର

ଆସାମରେ ଭୂକମ୍ପ ଝଟ୍‌କା ଅନୁଭୂତ

ଆସାମରେ ଗୁରୁବାର ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଠାରୁ ମିଳିଥିବା ସୂଚନାନୁଯାୟୀ, ଆସାମର ଗୁଆହାଟୀରେ ସକାଳ ପ୍ରାୟ ୫ଟା୪୨ରେ ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ରେକର୍ଡ କରାଯାଇଛି। ଏଥିରେ କୌଣସି ଧନଜୀବନ ହାନୀ ହୋଇ ନାହିଁ ବୋଲି ସୂଚନା ମିଳିଛି।

Show More

Related Articles

Back to top button