Breaking PLUSଓଡ଼ିଶାମୁଖ୍ୟ ଖବର

ବଢିଲା ମନ୍ତ୍ରୀଙ୍କ ଗାଡି ଖର୍ଚ୍ଚ

ଭୁବନେଶ୍ଵର: ବଢିଲା ମନ୍ତ୍ରୀ ଓ ଅଧିକାରୀଙ୍କ ଗାଡ଼ି ଖର୍ଚ୍ଚ। ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ କରି ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ବୃଦ୍ଧି ପରେ ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ ୫୦,୪୦୦ ଟଙ୍କା ହୋଇଛି। ସେହିପରି ଜିଲାପାଳ, ଏସ୍‌ପିଙ୍କ ଗାଡ଼ି ଖର୍ଚ୍ଚ ୪୪, ୪୦୦ ଟଙ୍କାକୁ ବୃଦ୍ଧି ପାଇଛି।

Show More

Related Articles

Back to top button