Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବିଧାୟକ ପ୍ରକାଶ ସୋରେନ ଅସୁସ୍ଥ

ଭୁବନେଶ୍ୱର/ବାରିପଦା, 14 ଫେବୃଆରୀ- ବାରିପଦା ବିଜେପି ବିଧାୟକ ପ୍ରକାଶ ସୋରେନ ଅସୁସ୍ଥ। ଛାତିରେ ଯନ୍ତ୍ରଣା ଅନୁଭବ କରିବା ସହ ଉଚ୍ଚ ରକ୍ତଚାପ କାରଣରୁ ତାଙ୍କୁ ପଣ୍ଡିତ ରଘୁନାଥ ମୁର୍ମୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରୁ ତାଙ୍କୁ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି ।

Show More

Related Articles

Back to top button