ଦେଶମୁଖ୍ୟ ଖବର

ଆଜିଠୁ ମୋଦିଙ୍କ ଆମେରିକା ଗସ୍ତ

ଆଜିଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତ କାର୍ଯ୍ୟକ୍ରମ । ୪ ଦିନିଆ ଆମେରିକା ଗସ୍ତରେ ଯାଉଛନ୍ତି ପ୍ରଧାନମନ୍ତ୍ରୀ । ୨୦୧୪ ମସିହାରୁ ଏହା ପ୍ରଧାନମନ୍ତ୍ରୀଙ୍କ ସପ୍ତମ ଆମେରିକା ଗସ୍ତ । ପ୍ରଥମ ଥର ପାଇଁ ବିଶ୍ୱର ସବୁଠୁ ଲୋକପ୍ରିୟ ନେତା ନରେନ୍ଦ୍ର ମୋଦି ଭେଟିବେ ବିଶ୍ୱର ସବୁଠୁ ଶକ୍ତିଶାଳୀ ନେତା ଜୋ ବାଇଡେନଙ୍କୁ ।

Show More

Related Articles

Back to top button