Breaking PLUSଓଡ଼ିଶାଦେଶମୁଖ୍ୟ ଖବର
24 ଘଂଟାରେ ଆଣ୍ଡାମାନ ଛୁଇଁବ ମୌସୁମୀ !

କାଲି ଆଣ୍ଡାମାନ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ । ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ।ଆଣ୍ଡାମାନ ସାଗର ଓ ଦକ୍ଷିଣ ବଙ୍ଗୋପସାଗରକୁ ଛୁଇଁବ ମୌସୁମୀ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ ଗ୍ରୀଷ୍ମ ପ୍ରବାହ ଯୋଗୁ ଅସ୍ତବ୍ୟସ୍ତ ରାଜ୍ୟବାସୀ ।