Breaking PLUSଦେଶମୁଖ୍ୟ ଖବର

ମେ 27ରେ କେରଳ ଛୁଇଁବ ମୌସୁମୀ

ଏଥର ଶୀଘ୍ର ଆସିବ ମୌସୁମୀ। ୨୦୨୫ରେ ମଇ ୨୭ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦେଶର ମୁଖ୍ୟ ଭୂଖଣ୍ଡ କେରଳ ନିକଟରେ ଛୁଇଁବା ସମ୍ଭାବନା ରହିଛିl ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାକୁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଆସନ୍ତା ମେ’ ୨୭ ବେଳକୁ ‌ମୌସୁମୀ ଭାରତ ଭୂଖଣ୍ଡରେ ପ୍ରବେଶ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି।

Show More

Related Articles

Back to top button