Breaking PLUSଦେଶମୁଖ୍ୟ ଖବର
ଆଣ୍ଡାମାନ ଛୁଇଁଲା ମୌସୁମୀ

ଭୁବନେଶ୍ୱର- ଚାାଷୀଙ୍କ ପାଇଁ ଖୁସିଖବର । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁଛି । ଆଣ୍ଡାମାନ ଛୁଇଁବା ପରେ ଆଜି ଦକ୍ଷିଣ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନରେ ଆଗକୁ ବଢିବ ମୌସୁମୀ ବାୟୁ । ଏହାପରେ ନିକୋବର ଦ୍ୱୀପ ଓ ଉତ୍ତର ଆଣ୍ଡାମାନର କିଛି ଅଞ୍ଚଳକୁ ଅଗ୍ରସର ହେବ ।