ବଲିଉଡ

ଆର୍ୟନଙ୍କୁ ଭେଟିଲେ ମା’

ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଗିରଫ ଆର୍ୟନ ଖାନଙ୍କୁ ଭେଟିଛନ୍ତି ମା’ ଗୌରୀ ଖାନ । ଆର୍ଥର ରୋଡ ଜେଲକୁ ଯାଇ ମା’ ଗୌରୀ ଖାନ ଆର୍ୟନଙ୍କୁ ଭେଟିଥିବା କଥା ସାମ୍ନାକୁ ଆସିଛି । ଏହା ପୂର୍ବରୁ ପିତା ଶାହରୁଖ ଖାନ ଅକ୍ଟୋବର ୨୧ରେ ପୁଅ ଆର୍ୟନ ଖାନଙ୍କୁ ଭେଟିବାକୁ ଜେଲ ଯାଇଥିଲେ । ପୁଅ ଆର୍ୟନ ସାଙ୍ଗରେ ଆର୍ଥର ରୋଡ ଜେଲରେ ୧୬ ରୁ ୧୮ ମିନିଟ ପର୍ଯ୍ୟନ୍ତ ଶାହରୁଖ କଥା ହୋଇଥିଲେ । କଥା ବାର୍ତ୍ତା ସମୟରେ ବାପ ଓ ପୁଅଙ୍କ ମଧ୍ୟରେ ଏକ କାଚର କାନ୍ଥ ରହିଥିଲା । ଦୁହେଁ ଇଣ୍ଟରକମରେ କଥା ହୋଇଥିଲେ । ଏହି ସାକ୍ଷାତ ସମୟରେ ଜେଲର ଅଧିକାରୀ ସେଠାରେ ଉପସ୍ଥିତ ଥିଲେ ।

Show More

Related Articles

Back to top button