Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ସାଂସଦ ସୁରେଶ ପୂଜାରି କୋରୋନା ସଂକ୍ରମିତ

ବରଗଡ଼ର ଲୋକସଭା ସାଂସଦ ସୁରେଶ ପୂଜାରୀ କରୋନା ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ସେ ନିଜେ ଟୁଇଟ କରି ଜଣାଇଛନ୍ତି ।

ବରଗଡ଼: ବରଗଡ଼ର ଲୋକସଭା ସାଂସଦ ସୁରେଶ ପୂଜାରୀ କରୋନା ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ସେ ନିଜେ ଟୁଇଟ କରି ଜଣାଇଛନ୍ତି । ସେ ଲେଖିଛନ୍ତି, କୋଭିଡ-୧୯ର ଲକ୍ଷଣ ନ ଥାଇ ମଧ୍ୟ ମୁଁ ଗତକାଲି କରୋନା ପରୀକ୍ଷା ପାଇଁ ମୋର ସ୍ୱାବ ନମୁନା ଦେଇଥିଲି । ଆଜି ମୋର ରିପୋର୍ଟ ପଜିଟିଭ୍ ଆସିଛି ବୋଲି ବରଗଡ଼ ଜିଲ୍ଲାପାଳ ମୋତେ ସୁଚନା କରିଛନ୍ତି। ସମ୍ବଲପୁର ଓ ବରଗଡ଼ ଜିଲ୍ଲାପାଳ ତଥା ଡ଼ାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହୋମ୍ ଆଇସୋଲେସନରେ ଅଛି ଏବଂ ସୁସ୍ଥ ଅଛି ବୋଲି ସେ ଟୁଇଟ କରି ଜଣାଇଛନ୍ତି।

Show More

Related Articles

Back to top button