Breaking PLUSଓଡ଼ିଶାଦେଶ ବିଦେଶମୁଖ୍ୟ ଖବର

ଖୁବଶୀଘ୍ର ହବାକୁ ଯାଉଛି ପୌର ନିର୍ବାଚନ

ପଞ୍ଚାୟତ ନିର୍ବାଚନ ପରେ ଖୁବଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ ।

 ପଞ୍ଚାୟତ ନିର୍ବାଚନ ପରେ ଖୁବଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ । ଏନେଇ ରାଜ୍ୟ ସରକାର ସୂଚନା ଦେଇଛନ୍ତି । ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ, ମହାନଗର ନିଗମରେ କାଉନସିଲର, କର୍ପୋରେଟର, ପୌରାଧ୍ୟକ୍ଷ ଓ ମେୟର ପାଇଁ ନିର୍ବାଚନ ହେବ । ୪୮ଟି ପୌର ପରିଷଦ, ୫୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୩ଟି ମହାନଗରରେ ନିର୍ବାଚନ ହେବ। ଏନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଜଣାଯାଇଛି। ସମସ୍ତ ପ୍ରସ୍ତୁତି ଶେଷ ହେବା ପରେ ଗୃହ ଓ ନଗର ଉନ୍ନୟନ ବିଭାଗ ବିଜ୍ଞପ୍ତି ମାଧ୍ୟମରେ ପୌର ନିର୍ବାଚନ ପାଇଁ ଆହ୍ୱାନ କରାଯାଇଛି ।

Show More

Related Articles

Back to top button