Breaking PLUSଓଡ଼ିଶାମୁଖ୍ୟ ଖବର

ସୌମ୍ୟ ରଞ୍ଜନ, ସୁଧାଂଶୁ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର: ବିଜୁ ଜନତା ଦଳରୁ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ରେମୁଣା ବିଧାୟକ ସୁଧାଂଶୁ ପରିଡାଙ୍କୁ ଗୁରୁବାର ବିଜେଡିରୁ ବହିଷ୍କୃତ କରାଯାଇଛି। ୨ ବିଧାୟକଙ୍କୁ ବିଜେଡିରୁ ବହିଷ୍କୃତ କରାଯାଇଛି। ୨ ବିଧାୟକଙ୍କୁ ବହିଷ୍କାର କରିଛନ୍ତି ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ନିଜେ ବିଜେଡି ସୁପ୍ରିମୋ ସାମ୍ବାଦିକ ସମ୍ମିଳନୀ ଯୋଗେ ଜଣାଇଛନ୍ତି।

Show More

Related Articles

Back to top button