Breaking PLUSଦେଶମୁଖ୍ୟ ଖବର

ସୁକୁମାରେ ଏନକାଉଣ୍ଟରରେ ନକ୍ସଲ ନିହତ

ରାୟଗଡା: ଛତିଶଗଡ ସୁକମାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର । ଏଥିରେ ଜଣେ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ମାଓବାଦୀମାନେ ଲୁଚିଥିବାର ଖବର ପାଇଁ ସୁରକ୍ଷାକର୍ମୀମାନେ ଅପରେସନ୍ ଆରମ୍ଭ କରିଥିଲେ । ଘଟଣାସ୍ଥଳରୁ ଅସ୍ତ୍ରଶସ୍ତ୍ର ଜବତ ହେବା ସହ ମାଓବାଦୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଏବେ ବି ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍ ଚାଲିଥିବା ସୁକମା ଏସପି କିରଣ ଚୌହାନ ସୂଚନା ଦେଇଛନ୍ତି ।

Show More

Related Articles

Back to top button