Breaking PLUS

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୯୧୨୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭାରତରେ ଦିନକୁ ଦିନ କରୋନା ସଂକ୍ରମଣ ମାମଲା କମିବାରେ ଲାଗିଛି। ଦେଶରେ ଉଭୟ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ଖସୁଛି।

ଭାରତରେ ଦିନକୁ ଦିନ କରୋନା ସଂକ୍ରମଣ ମାମଲା କମିବାରେ ଲାଗିଛି। ଦେଶରେ ଉଭୟ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ଖସୁଛି।

ଗତ ୨୪ ଘଣ୍ଟାରେ ସର୍ବାଧିକ ୯୧୨୧ ଜଣ ବ୍ୟକ୍ତି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୧ ଜଣ ପ୍ରାଣ ହରାଇଛନ୍ତି ।

ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୯,୨୫,୭୧୦ ରେ ପହଞ୍ଚିଥିବା ବେଳେ ୧,୫୫,୮୧୩ ଜଣଙ୍କର ମୃତ୍ୟୁ ଘଟିଛି ।

ସେହିପରି ଏପର୍ଯ୍ୟନ୍ତ ୧,୦୬,୩୩,୦୨୫ ଲୋକ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ପ୍ରଦାନ କରିଛି । ଆକ୍ଟିଭ୍ କେସ୍ ୧,୩୬,୮୭୨ ରହିଛି।

Médicaments les plus recherchés Spedra. Plus d’informations à propos du Santé masculine Spedra 50mg. Est-ce que je peux acheter du Spedra générique. casino canada FAQ Spedra.

Show More

Related Articles

Back to top button