Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ କଲେଜରେ ନିଟ୍ ଓ ଜେଇଇ କୋଚିଂ

ଭୁବନେଶ୍ୱର- ଆଜିଠୁ ଯୁକ୍ତ ଦୁଇ କଲେଜରେ ଆରମ୍ଭ ହେବ ନିଟ୍ ଓ ଜେଇଇ ଲାଗି କୋଚିଂ। ଭର୍ଚୁଆଲ ମୋଡରେ ଯୁକ୍ତ ଦୁଇ ଛାତ୍ର ଛାତ୍ରୀ ପାଇବେ କୋଚିଂ। ସବୁ ସରକାରୀ ଓ ଅନୁଦାନ ପ୍ରାପ୍ତ ବେସରକାରୀ କଲେଜରେ ଏହି କୋଟିଂ ଦିଆଯିବ।

Show More

Related Articles

Back to top button