Breaking PLUSଦେଶମୁଖ୍ୟ ଖବର

ଅମର ପ୍ରିତ୍ ସିଂହ ହେବେ ନୂଆ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ- ଏୟାର ମାର୍ଶଲ ଅମର ପ୍ରୀତ ସିଂହ ହେବେ ବାୟୁସେନାର ନୂଆ ମୁଖ୍ୟ। ବର୍ତ୍ତମାନ ସେ ବାୟୁସେନାରେ ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି। ଆସନ୍ତା ସେପ୍ଟେମ୍ବର ୩୦ରେ ବାୟୁସେନା ମୁଖ୍ୟ ଏୟାର ମାର୍ଶଲ ବିବେକ ରାମ ଚୌଧୁରୀଙ୍କ କାର୍ଯ୍ୟକାଳ ଶେଷ ହେବ। ଏହାପରେ ଅମର ପ୍ରୀତ ସିଂହ ବିବେକ ରାମଙ୍କ ଠାରୁ ଏହି ଦାୟିତ୍ୱ ଗ୍ରହଣ କରିବେ।

Show More

Related Articles

Back to top button