Breaking PLUSଓଡ଼ିଶାମୁଖ୍ୟ ଖବର

ରାଜଧାନୀରୁ ୩୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜଧାନୀ ଭୁବନେଶ୍ୱରରୁ ୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଚିହ୍ନଟଙ୍କ ମଧ୍ୟରୁ ୧୫୨ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବା ବେଳେ ଅନ୍ୟ ୨୦୨ ଜଣ ସ୍ଥାନୀୟ ସଂକ୍ରମଣ ।

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଚିହ୍ନଟଙ୍କ ମଧ୍ୟରୁ ୧୫୨ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବା ବେଳେ ଅନ୍ୟ ୨୦୨ ଜଣ ସ୍ଥାନୀୟ ସଂକ୍ରମଣ । ସେହିପରି ଆଜି ମୋଟ ୨୯୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୂଚନା ଅନୁଯାୟୀ ରାଜଧାନୀରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୯୦୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୪୧୯ ଜଣ ସୁସ୍ଥ ଓ ୩୮ଜଣଙ୍କ ମୃତ୍ୟୁ ଘଟିଛି।

Show More

Related Articles

Back to top button